ଗଂଜାମରେ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟିରୁ ଉର୍ଦ୍ଧ୍ବ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
2 Articles
2 Articles
ଗଂଜାମରେ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟିରୁ ଉର୍ଦ୍ଧ୍ବ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କହିଛନ୍ତିଯେ, ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ସହିତ ଗଞ୍ଜାମ ଜିଲ୍ଲା ଏବେ ଶିଳ୍ପାୟନ କ୍ଷେତ୍ରରେ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବାକୁ ଯାଉଛି। ଏହା ଦ୍ୱାରା ୧୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ ଏବଂ ମେକ୍ ଇନ୍ ଓଡିଶା ୨୦୨୫ର ଅଭୂତପୂର୍ବ ସଫଳତାର ଶ୍ରେୟ ଏହି ୪ ମାସ ମଧ୍ୟରେ ଆମକୁ …
ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଉତ୍ସର୍ଗୀକୃତ ଦିନ ‘ବିଶ୍ୱ ପରିବେଶ ଦିବସ’ର ରାଜ୍ୟସ୍ତରୀୟ ସମାରୋହ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି
By Our Correspondent BHUBANESWAR: ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଉତ୍ସର୍ଗୀକୃତ ଦିନ ‘ବିଶ୍ୱ ପରିବେଶ ଦିବସ’ର ରାଜ୍ୟସ୍ତରୀୟ ସମାରୋହ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ପ୍ରଦୂଷିତ ପୃଥବୀର ଭୟାବହତାକୁ ହୃଦୟଙ୍ଗମ କରି ଅଧିକରୁ ଅଧିକ ସବୁଜ ପରିବେଶ ସୃଷ୍ଟି କରିବା ଏବଂ ପ୍ରକୃତିର ସଂରକ୍ଷଣ କରିବା ଏକାନ୍ତ ଅପରିହାର୍ଯ୍ୟ ହୋଇପଡିଛି। ପରିବେଶ ସଂରକ୍ଷଣ ପାଇଁ ନିଆଯାଉଥିବା ପଦକ୍ଷେପ, ଭବିଷ୍ୟତ ପିଢ଼ି ପାଇଁ ଏକ ସୁସ୍ଥ ଜୀବନଯାପନର ସହଜ …
Coverage Details
Bias Distribution
- There is no tracked Bias information for the sources covering this story.
To view factuality data please Upgrade to Premium